ଗୀତସଂହିତା 139:11 - ପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ, “ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ ମୋତେ ଆଚ୍ଛାଦନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ; Gade chapit laଓଡିଆ ବାଇବେଲ11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ, Gade chapit la |