Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:15 - ପବିତ୍ର ବାଇବଲ

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା, ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।

Gade chapit la Kopi




ଗୀତସଂହିତା 139:15
7 Referans Kwoze  

ତୁମ୍ଭେ ବାୟୁର ଗତି ଜାଣି ପାରିବ ନାହିଁ। ଏବଂ ତୁମ୍ଭେ ଜାଣି ପାରିବ ନାହିଁ ମା’ ପେଟରେ ଶିଶୁଟି କିପରି ବଢ଼େ। ଠିକ୍ ସେହିପରି ପରମେଶ୍ୱର କ’ଣ କରନ୍ତି ତୁମ୍ଭେ ଜାଣି ପାରିବ ନାହିଁ। ସେ ପ୍ରତ୍ୟେକ କଥା ଘଟାନ୍ତି।


ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।


କେତେଲୋକ ମୋର ପ୍ରାଣ ନେବା ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସେମାନଙ୍କୁ ଧ୍ୱଂସ କରାଯିବ। ସେମାନେ ନିଜ କବରରେ ମିଶି ଯିବେ।


“ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।


ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେ ଏପରିକି ଫାରୋଙ୍କର ପ୍ରଥମଜାତ ପୁତ୍ର, ଚକିପେଷଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତମାନେ ମଧ୍ୟ ମରିବେ।


“ମାତୃଗର୍ଭରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ୟ‌ଦ୍‌ବକ୍ତା ରୂପେ ନିଯୁକ୍ତ କଲୁ।”


Swiv nou:

Piblisite


Piblisite