ଗୀତସଂହିତା 139:21 - ପବିତ୍ର ବାଇବଲ21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? Gade chapit laଓଡିଆ ବାଇବେଲ21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? Gade chapit la |