ଗୀତସଂହିତା 139:23 - ପବିତ୍ର ବାଇବଲ23 ପରମେଶ୍ୱର, ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ମୋର ମନ କଥା ପଢ଼। ମୋତେ ପରୀକ୍ଷା କର ଏବଂ ମୋ’ ହୃଦୟକୁ ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)23 ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; Gade chapit laଓଡିଆ ବାଇବେଲ23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋ’ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ; Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”