Biblia Todo Logo
Bib sou entènèt

- Piblisite -




ଗୀତସଂହିତା 139:5 - ପବିତ୍ର ବାଇବଲ

5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ।

Gade chapit la Kopi




ଗୀତସଂହିତା 139:5
6 Referans Kwoze  

ପରମେଶ୍ୱର ଅନନ୍ତକାଳସ୍ଥାୟୀ, ସେ ହେଉଛନ୍ତି ତୁମ୍ଭର ନିରାପଦର ସ୍ଥାନ। ପରମେଶ୍ୱରଙ୍କର ଶକ୍ତି ଅନନ୍ତକାଳ। ସେ ତୁମ୍ଭ ପାଇଁ ସୁରକ୍ଷା ଦେଉଛନ୍ତି। ପରମେଶ୍ୱର ତୁମ୍ଭ ଦେଶରୁ ତୁମ୍ଭ ଶତ୍ରୁମାନଙ୍କୁ ବିତାଡ଼ିତ କରିବେ। ସେ କହିବେ, ‘ଶତ୍ରୁମାନଙ୍କୁ ବିନାଶ କର।’


ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ସଦାପ୍ରଭୁଙ୍କ ଦୂତ ସର୍ବଦା ସେମାନଙ୍କ ପାଖରେ ଥା’ନ୍ତି, ସେ ସେମାନଙ୍କୁ ଉଦ୍ଧାର କରନ୍ତି।


ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।”


ମୁଁ ଗ୍ଭହେଁ କିଏ ମଧ୍ୟସ୍ଥ ହୁଅନ୍ତା, ଯିଏ ଦୁଇ ପକ୍ଷର କଥା ଶୁଣି ଏବଂ ଆମ୍ଭକୁ ଏକତ୍ର ଆଣନ୍ତା, କିନ୍ତୁ କେହି ନାହିଁ।


ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।


Swiv nou:

Piblisite


Piblisite