ଗୀତସଂହିତା 141:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର। ଯଥା ଶୀଘ୍ର ମୋତେ ସାହାଯ୍ୟ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ। Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ। Gade chapit la |