Biblia Todo Logo
Bib sou entènèt

- Piblisite -




ଗୀତସଂହିତା 142:5 - ପବିତ୍ର ବାଇବଲ

5 ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ: “ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

Gade chapit la Kopi

ଓଡିଆ ବାଇବେଲ

5 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।

Gade chapit la Kopi




ଗୀତସଂହିତା 142:5
16 Referans Kwoze  

ମୁଁ କେବଳ ମୋର ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମୋର ସହାୟ ହୁଅ ଏବଂ ମୋତେ ମୋର ପ୍ରାପ୍ୟ ପ୍ରଦାନ କର।


ତେଣୁ ମୋର ଅନ୍ତର କହୁଛି, “ସଦାପ୍ରଭୁ ମୋର ପରମେଶ୍ୱର ମୁଁ ତାଙ୍କଠାରେ ବିଶ୍ୱାସ ରଖିବି।”


ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।


ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।


ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ, ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।


ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହୋଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି।


ମୋର ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।


କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ, ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ। ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ। ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।


ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ।


Swiv nou:

Piblisite


Piblisite