ଗୀତସଂହିତା 142:7 - ପବିତ୍ର ବାଇବଲ7 ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। ଧାର୍ମିକମାନେ ମୋ’ ସହିତ ପାଳନ କରିବେ, କାରଣ ତୁମ୍ଭେ ମୋର ଯତ୍ନ ନେଲ। Gade chapit laପବିତ୍ର ବାଇବଲ (Re-edited) - (BSI)7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ। Gade chapit laଓଡିଆ ବାଇବେଲ7 କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।