Biblia Todo Logo
Bib sou entènèt

- Piblisite -




ଗୀତସଂହିତା 146:2 - ପବିତ୍ର ବାଇବଲ

2 ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

2 ମୁଁ ବଞ୍ଚିଥିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସାଗାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।

Gade chapit la Kopi




ଗୀତସଂହିତା 146:2
6 Referans Kwoze  

ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।


ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।


“ହେ, ରାଜଗଣ ଶୁଣ, ହେ ଭୂପତି ଗଣ କର୍ଣ୍ଣ ଡେର। ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି। ମୁଁ ସଦାପ୍ରଭୁଙ୍କର ସଙ୍ଗୀତ ରଚନା କରିବି। ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।


Swiv nou:

Piblisite


Piblisite