ଗୀତସଂହିତା 146:8 - ପବିତ୍ର ବାଇବଲ8 ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।