ଗୀତସଂହିତା 147:3 - ପବିତ୍ର ବାଇବଲ3 ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। Gade chapit laଓଡିଆ ବାଇବେଲ3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।