Biblia Todo Logo
Bib sou entènèt

- Piblisite -




ଗୀତସଂହିତା 147:4 - ପବିତ୍ର ବାଇବଲ

4 ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି।

Gade chapit la Kopi




ଗୀତସଂହିତା 147:4
4 Referans Kwoze  

ଆକାଶକୁ ଦେଖ! କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି? କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି? ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ୟ ହଜେ ନାହିଁ।


ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।


ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।


ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”


Swiv nou:

Piblisite


Piblisite