Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:10 - ପବିତ୍ର ବାଇବଲ

10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;

Gade chapit la Kopi

ଓଡିଆ ବାଇବେଲ

10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍‍ଡୀୟମାନ ପକ୍ଷୀଗଣ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;

Gade chapit la Kopi




ଗୀତସଂହିତା 148:10
7 Referans Kwoze  

ମୁଁ ସ୍ୱୟଂ ଇସ୍ରାଏଲର ଉଚ୍ଚତମ ପର୍ବତରେ ସେହି ଅଗ୍ରଭାଗକୁ ରୋପଣ କରିବି। ତହିଁରେ ସେହି ଅଗ୍ରଭାଗ ବଢ଼ିବ ଏବଂ ଏକ ଶାଖାବିଶିଷ୍ଟ ବୃକ୍ଷ ହେବ ଏବଂ ଏଥିରେ ଫଳ ଫଳିବ। ଏହା ଏକ ସୁନ୍ଦର ଏରସ ବୃକ୍ଷ ହେବ। ତହିଁରେ ସବୁ ଜାତିର ପକ୍ଷୀମାନେ ବସା କରିବେ। ଆଉ ମଧ୍ୟ ସେମାନେ ତାହାର ଶାଖାଗୁଡ଼ିକର ଛାୟାରେ ବାସ କରିବେ।


ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!


ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।


ସେହି ଲୋକମାନେ ଏବଂ ପ୍ରତ୍ୟେକ ପ୍ରକାରର ପଶୁ, ସେହି ଜାହଜକୁ ପ୍ରବେଶ କଲେ। ସବୁ ପ୍ରକାରର ଗୃହପାଳିତ ପଶୁ, ସବୁପ୍ରକାର ଉରୋଗାମୀ ସବୁଜାତୀୟ ଭୂଚର ଓ ଖେଚର ପକ୍ଷୀ ସମସ୍ତ ଜାହାଜ ମଧ୍ୟକୁ ପ୍ରବେଶ କଲେ।


ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସେମାନେ ଆମ୍ଭର ଗୌରବ କରିବେ।


Swiv nou:

Piblisite


Piblisite