Biblia Todo Logo
Bib sou entènèt

- Piblisite -




ଗୀତସଂହିତା 148:2 - ପବିତ୍ର ବାଇବଲ

2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ହେ ତାହାଙ୍କର ଦୂତସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ଓଡିଆ ବାଇବେଲ

2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

Gade chapit la Kopi




ଗୀତସଂହିତା 148:2
6 Referans Kwoze  

ଏହା ପରେ ଆତ୍ମା ମୋତେ ଉପରକୁ ଉଠାଇଲା, ଏବଂ ମୁଁ ମୋର ପଛରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ୱନି ଥିଲା, ଏହା ଶୁଣାଗଲା, “ଧନ୍ୟ ସଦାପ୍ରଭୁଙ୍କର ମହିମା।”


ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।


ଏହିପରି ଭାବରେ, ପରମେଶ୍ୱର ଆକାଶମଣ୍ଡଳରେ ଓ ପୃଥିବୀ ମଧ୍ୟରେ ଥିବା ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।


Swiv nou:

Piblisite


Piblisite