ଗୀତସଂହିତା 148:4 - ପବିତ୍ର ବାଇବଲ4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ସ୍ଵର୍ଗର ସ୍ଵର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। Gade chapit laଓଡିଆ ବାଇବେଲ4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। Gade chapit la |
ତୁମ୍ଭେ ହିଁ ପରମେଶ୍ୱର ଅଟ। ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ। ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଅଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରତ୍ୟେକର ଜୀବନଦାତା। ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।