ଗୀତସଂହିତା 15:4 - ପବିତ୍ର ବାଇବଲ4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। Gade chapit laଓଡିଆ ବାଇବେଲ4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। Gade chapit la |
ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ। ଆମ୍ଭେ ତିନି ମାସ ପରେ ଆଲେକ୍ଜାଣ୍ଡ୍ରିୟା ନଗରୀରେ ଗୋଟିଏ ଜାହାଜରେ ଚଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମେଲିତୀ ଦ୍ୱୀପରେ ଶୀତକାଳ ବିତାଇଥିଲା।
ସିଦିକିୟ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧରେ ବିଦ୍ରୋହ କଲେ। ଅତୀତରେ ନବୂଖଦ୍ନିତ୍ସର ସିଦିକିୟଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ୱସ୍ତ ରହିବେ। ସିଦିକିୟ ପରମେଶ୍ୱରଙ୍କ ନାମ ନେଇ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ୱସ୍ତ ରହିବେ। କିନ୍ତୁ ସିଦିକିୟ ବଡ଼ ଦାମ୍ଭିକ ଥିଲେ ଓ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ୟ କଲେ।