ଗୀତସଂହିତା 15:5 - ପବିତ୍ର ବାଇବଲ5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। Gade chapit laଓଡିଆ ବାଇବେଲ5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ। Gade chapit la |
ମୁଁ ତୁମ୍ଭମାନଙ୍କ ସମ୍ମୁଖରେ ଉପସ୍ଥିତ ଅଛି। ଯଦି ମୁଁ କିଛି ଭୁଲ୍ କରିଛି ତୁମ୍ଭେମାନେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକୁ କୁହ। ମୁଁ କାହାର ଗଧ କିମ୍ବା ଗାଈ ଗ୍ଭେରି କରିଛି କି? ମୁଁ କାହାକୁ ଆଘାତ କିମ୍ବା ଧକ୍କା ଦେଇଛି କି? ମୁଁ ମୋର ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇ ନାହିଁ, ଯେପରିକି ମୁଁ ଅନ୍ୟ ଦ୍ୱାରା ଅପରାଧ କରିଥିବା ଉପଦ୍ରବ୍ୟ ଦେଖି ନ ପାରେ? ଯଦି ମୁଁ ଏଥିରୁ କୌଣସିଟି କରିଛି, ତେବେ ମୁଁ ତାହା ଭରଣା କରିବା ପାଇଁ ପ୍ରସ୍ତୁତ ଅଛି।”