Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:10 - ପବିତ୍ର ବାଇବଲ

10 କାରଣ ତୁମ୍ଭେ ସଦାପ୍ରଭୁ, ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ପରିତ୍ୟାଗ କରିବ ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷୟ ହେବାକୁ ଦେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ତୁମ୍ଭେ ମୋ’ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।

Gade chapit la Kopi




ଗୀତସଂହିତା 16:10
23 Referans Kwoze  

କିନ୍ତୁ ପରମେଶ୍ୱର ମୋତେ ସେଥିରୁ ମୁକ୍ତ କରିବେ ଓ ମୋର ଜୀବନ ବଞ୍ଚାଇବେ। ସେ ମୋତେ ସେହି ମୃତ୍ୟୁର କବର ମଧ୍ୟରୁ ଉଦ୍ଧାର କରିବେ ଏବଂ ସେ ମୋତେ ତାଙ୍କର ସଙ୍ଗରେ ନେଇଯିବେ। ସେଲା


ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର ଗ୍ଭବି ରହିଛି।


ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା।


ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ।


ମୃତ୍ୟୁର ରାଷ୍ଟ୍ର ପାତାଳ ଉତ୍ତୋଳିତ ହୋଇପଡ଼ିବ କାରଣ ତୁମ୍ଭେ ଆସୁଛ। ପାତାଳ ସମସ୍ତ ଜୀବନ ଶକ୍ତିକୁ ଜାଗ୍ରତ କରିବେ। ସେହି ନେତାମାନେ ତୁମ୍ଭ ପାଇଁ କାମ କରିବେ। ସେମାନେ ସେହି ରାଜାମାନଙ୍କୁ ନୀଗ୍ଭବସ୍ଥା କରିବେ। ସେମାନେ ତୁମ୍ଭକୁ ସ୍ୱାଗତ କରିବା ପାଇଁ ସତର୍କ ରହିବେ।


ମୋ’ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେବ, ଯାହା ପାତାଳ ପର୍ଯ୍ୟନ୍ତ ଜଳୁଛି। ଏହା ପୃଥିବୀର ସମସ୍ତ ଦେଶକୁ ଓ ସମସ୍ତ ଉତ୍ପନ୍ନ ବସ୍ତୁକୁ ଗ୍ରାସ କରିବ। ଏହା ପର୍ବତର ମୂଳଦୁଆକୁ ମଧ୍ୟ ପୋଡ଼ି ପକାଇବ।


ମୃତମାନଙ୍କର ଉ‌ତ୍‌‌ଥାନ ବିଷୟରେ ମଧ୍ୟ ଏହି କଥାଟି ପ୍ରଜୁଯ୍ୟ। ଯେଉଁ ଶରୀରଟି ପୋତି ଦିଆ ହେଲା, ତାହା ନଷ୍ଟ ହୋଇଯିବ। କିନ୍ତୁ ସେହି ଶରୀରଟି ଯେଉଁ ନୂତନ ଦେହ ଧାରଣ କରିବ, ତାହା ନଷ୍ଟ ହେବ ନାହିଁ।


“ନାସରୀୟ ପ୍ରତିଜ୍ଞା ପାଳନ ବେଳେ ସେ କୌଣସି ଶବ ନିକଟକୁ ଯିବା ଉଚିତ୍ ନୁହଁ। କାରଣ ସେ ନିଜକୁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କୁ ସମର୍ପଣ କରିଥାଏ।


ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।


“ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।”


ଯଦି ସେମାନେ ଭୂମି ଖୋଳି ପାତାଳକୁ ଯିବେ, ସେଠାରୁ ମଧ୍ୟ ଆମ୍ଭେ ସେମାନଙ୍କୁ ଟାଣି ଆଣିବା। ଯଦି ସେମାନେ ସ୍ୱର୍ଗକୁ ଯାଆନ୍ତି, ଆମ୍ଭେ ସେମାନଙ୍କୁ ସେହି ସ୍ଥାନରୁ ମଧ୍ୟ ତଳକୁ ଖସାଇ ଆଣିବା।


“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟ‌ଦ୍‌ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।


ତା'ପରେ ସେମାନେ ମୃତ୍ୟୁବରଣ କରିବେ। ସିୟୋନ ମୃତ୍ୟୁର ସ୍ଥାନ ହେବ ଓ ସେ ଅଧିକରୁ ଅଧିକ ଲୋକ ଗିଳି ପକାଇବ। ସେହି ମୃତ୍ୟୁର ସ୍ଥାନ ତା'ର ଅପରିମିତ ମୁଖ ବିସ୍ତାର କରିବ, ମୂଲ୍ୟବାନ ଲୋକ, ସାଧାରଣ ଲୋକ ଏବଂ ଖୁସୀମିଜାସିଆଲୋକ ତା’ ଦ୍ୱାରା ଜାଲରେ ଧରା ପଡ଼ିବେ।”


ଯେପରି କବର ଓ ବିନାଶସ୍ଥାନ କେବେ ହେଁ ତୃପ୍ତ ନୁହେଁ, ସେହିପରି ମଧ୍ୟ ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।


ମୃତ୍ୟୁ ଓ ବିନାଶ ସଦାପ୍ରଭୁଙ୍କ ଆଗରେ ଖୋଲା ପଡ଼ିଥାଏ। ଲୋକମାନଙ୍କର ହୃଦୟର ଅଭିପ୍ରାୟ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା


ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ। ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ।


ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ମନ୍ଦ ଲୋକ ଅଟନ୍ତି। ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।


ସେଗୁଡ଼ିକ ସ୍ୱର୍ଗ ଅପେକ୍ଷା ଉଚ୍ଚରେ। ସେଗୁଡ଼ିକ ବିଷୟରେ ତୁମ୍ଭେ କ’ଣ କରି ପାରିବ? ସେଗୁଡ଼ିକ କବର ଅପେକ୍ଷା ଗଭୀର। ତୁମ୍ଭେ ସେହି ବିଷୟରେ କ’ଣ ଜାଣ?


Swiv nou:

Piblisite


Piblisite