ଗୀତସଂହିତା 16:2 - ପବିତ୍ର ବାଇବଲ2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ସଦାପ୍ରଭୁ ତୁମ୍ଭେ ମୋର ପ୍ରଭୁ। ମୋର ଯାହାକିଛି ମଙ୍ଗଳମୟ ସେ ସବୁ ତୁମ୍ଭ କୃପାରୁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ସଦାପ୍ରଭୁଙ୍କୁ କହିଅଛି, ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। Gade chapit laଓଡିଆ ବାଇବେଲ2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ସଦାପ୍ରଭୁଙ୍କୁ କହିଅଛି, “ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।” Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”