ଗୀତସଂହିତା 16:6 - ପବିତ୍ର ବାଇବଲ6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ, ମୋର ଅଧିକାର ମଧ୍ୟ ଅତି ସୁନ୍ଦର। Gade chapit laପବିତ୍ର ବାଇବଲ (Re-edited) - (BSI)6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। Gade chapit laଓଡିଆ ବାଇବେଲ6 ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।