Biblia Todo Logo
Bib sou entènèt

- Piblisite -




ଗୀତସଂହିତା 16:8 - ପବିତ୍ର ବାଇବଲ

8 ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମୋର ସମ୍ମୁଖରେ ରଖିଅଛି। ମୁଁ କେବେହେଲେ ତାଙ୍କର ଉପଯୁକ୍ତ ମାର୍ଗରୁ ବଞ୍ଚିତ ହେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।

Gade chapit la Kopi




ଗୀତସଂହିତା 16:8
13 Referans Kwoze  

ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।


ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।


ମୁଁ ସର୍ବଦା ତୁମ୍ଭ ପାଖରେ ଅଛି। ହେ ପରମେଶ୍ୱର, ତୁମ୍ଭେ ମୋର ଦକ୍ଷିଣ ହସ୍ତ ଧରି ସାହାରା ଦେଇଅଛ।


ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।


ମୋର ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।


କାରଣ ସଦାପ୍ରଭୁ ନିଃସହାୟ ଲୋକମାନଙ୍କ ସପକ୍ଷରେ ଠିଆ ହୁଅନ୍ତି, ଏବଂ ପରମେଶ୍ୱର ସେମାନଙ୍କୁ ଅନ୍ୟମାନଙ୍କଠାରୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କୁ ନିନ୍ଦା କରନ୍ତି।


ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ।


ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।


ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ, କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।


ହେ ପରମେଶ୍ୱର, ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।


କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ ଓ ହତ୍ୟା କରିବାକୁ ଚେଷ୍ଟା କରିବ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।


ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।


Swiv nou:

Piblisite


Piblisite