ଗୀତସଂହିତା 17:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି। ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି, ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର। Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର। Gade chapit la |