Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:16 - ପବିତ୍ର ବାଇବଲ

16 ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ। ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ଊର୍ଦ୍ଧ୍ଵରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,

Gade chapit la Kopi

ଓଡିଆ ବାଇବେଲ

16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,

Gade chapit la Kopi




ଗୀତସଂହିତା 18:16
10 Referans Kwoze  

ସଦାପ୍ରଭୁ ଉର୍ଦ୍ଧରୁ ମୋତେ ହସ୍ତ ବଢ଼ାଇ ଉଦ୍ଧାର କଲେ। ସଦାପ୍ରଭୁ ସେହି ଗଭୀର ଜଳରୁ ହାତ ବଢ଼ାଇ ମୋତେ ଟେକି ଆଣିଲେ।


ସଦାପ୍ରଭୁ, ସ୍ୱର୍ଗରୁ ଓହ୍ଲାଇ ଆସ ଏବଂ ମୋତେ ରକ୍ଷା କର। ମୋତେ ଶତ୍ରୁରୂପକ ସମୁଦ୍ରରେ ବୁଡ଼ାଅ ନାହିଁ। ମୋତେ ବିଦେଶୀମାନଙ୍କଠାରୁ ରକ୍ଷା କର।


ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମୋତେ ଆକ୍ରମଣ କରନ୍ତି, ସେ ସେମାନଙ୍କୁ ଲଜ୍ଜିତ କରନ୍ତି। ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା


ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର। ମୋତେ ସେହିସବୁ ରାଜ୍ୟର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ।


ସେହି ଶିଶୁଟି ବଢ଼ିବାକୁ ଲାଗିଲା ଏବଂ କିଛି ଦିନ ପରେ ସେହି ସ୍ତ୍ରୀ ଲୋକଟି ରାଜକନ୍ୟାକୁ ସେହି ଶିଶୁଟିକୁ ଫେରାଇ ଦେଲା। ରାଜକନ୍ୟା ସେହି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମୋଶା ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।


ତା'ପରେ ସେ ସ୍ୱର୍ଗଦୂତ ମୋତେ କହିଲେ, “ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ୟା ବସୁଥିବାର ଦେଖିଲ, ସେହି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।


ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।


ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦେବେ ଏବଂ ସମୁଦ୍ର ଶୁଖିଯିବ। ସେ ନଦୀଗୁଡ଼ିକୁ ମଧ୍ୟ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡ଼ିବ। ଏବଂ ଲିବାନୋ‌ନ୍‌ର ଫୁଲଗୁଡ଼ିକ ମଉଳି ଯିବେ।


Swiv nou:

Piblisite


Piblisite