Biblia Todo Logo
Bib sou entènèt

- Piblisite -




ଗୀତସଂହିତା 18:6 - ପବିତ୍ର ବାଇବଲ

6 ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ। ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ଵରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।

Gade chapit la Kopi

ଓଡିଆ ବାଇବେଲ

6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋ’ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।

Gade chapit la Kopi




ଗୀତସଂହିତା 18:6
17 Referans Kwoze  

ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”


ମୁଁ ଫାନ୍ଦରେ ପଡ଼ି ସହାୟତା ପାଇଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋର ଡାକ ଶୁଣିଲେ। ସେ ମୋର ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।


ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।


ମୁଁ ଆପଣା ବିପଦ ସମୟରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମୋତେ ଉତ୍ତର ଦେଲେ।


ତେଣୁ ପିତର କାରାଗାରରେ ବନ୍ଦୀ ହୋଇ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ୱରଙ୍କ ନିକଟରେ ନୀରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।


ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହେବ ଓ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବ।


ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ, ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି। ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।


କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।


ତା'ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା'ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।


ସେ କହିଲେ, “ଆ‌ବ୍‌‌‌‌ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ'ଠାରୁ ଯନ୍ତ୍ରଣାର ଏହି ଗିନାଟିକୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”


ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ଆଉ ମହାତ୍ରାସ ମୋତେ ଆଚ୍ଛନ୍ନ କରିଅଛି।


Swiv nou:

Piblisite


Piblisite