ଗୀତସଂହିତା 18:8 - ପବିତ୍ର ବାଇବଲ8 ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା। Gade chapit laଓଡିଆ ବାଇବେଲ8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା। Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।