Biblia Todo Logo
Bib sou entènèt

- Piblisite -




ଗୀତସଂହିତା 19:1 - ପବିତ୍ର ବାଇବଲ

1 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

Gade chapit la Kopi

ଓଡିଆ ବାଇବେଲ

1 ଆକାଶମଣ୍ଡଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ।

Gade chapit la Kopi




ଗୀତସଂହିତା 19:1
13 Referans Kwoze  

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।


ପରମେଶ୍ୱର ହେଉଛନ୍ତି ବିଗ୍ଭରକର୍ତ୍ତା। ସ୍ୱର୍ଗ ତାଙ୍କର ନ୍ୟାୟ ପ୍ରିୟତାକୁ ବର୍ଣ୍ଣନା କରେ। ସେଲା


ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।


ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।


ସ୍ୱର୍ଗ ସଦାପ୍ରଭୁଙ୍କର କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।


ସେହି ସମୟରେ ପରମେଶ୍ୱର ଜ୍ଞାନକୁ ଦେଖିଲେ ଏହାକୁ ଘୋଷଣା କଲେ। ପରମେଶ୍ୱର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।


Swiv nou:

Piblisite


Piblisite