ଗୀତସଂହିତା 19:13 - ପବିତ୍ର ବାଇବଲ13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ଵ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି ମହାପରାଧରୁ ପରିଷ୍କୃତ ହେବି। Gade chapit laଓଡିଆ ବାଇବେଲ13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋ’ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦୁଃସାହସଜନିତ ସବୁ ପାପରୁ ହିଁ ଆପଣା ଦାସକୁ ଅଟକାଇ ରଖ; ତାହାସବୁ ମୋʼ ଉପରେ କର୍ତ୍ତୃତ୍ୱ ନ କରୁ; ତହିଁରେ ମୁଁ ସିଦ୍ଧ ହେବି, ପୁଣି, ମହାପରାଧରୁ ପରିଷ୍କୃତ ହେବି। Gade chapit la |
ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।