ଗୀତସଂହିତା 19:2 - ପବିତ୍ର ବାଇବଲ2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ। ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। Gade chapit laଓଡିଆ ବାଇବେଲ2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। Gade chapit la |