ଗୀତସଂହିତା 19:6 - ପବିତ୍ର ବାଇବଲ6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit laଓଡିଆ ବାଇବେଲ6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ। Gade chapit la |
ତୁମ୍ଭେମାନେ ଶୁଣିଥିବା ସୁସମାଗ୍ଭର ଉପରେ ବିଶ୍ୱାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଗ୍ଭଲିବେ। ତୁମ୍ଭେମାନେ ନିଜ ବିଶ୍ୱାସରେ ଦୃଢ଼ତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଗ୍ଭର ତୁମ୍ଭମାନଙ୍କୁ ଯେଉଁ ଭରସା ଦେଇଛି ସେଥିରୁ ବିଚଳିତ ହେବ ନାହିଁ। ସେହି ସମାନ ସୁସମାଗ୍ଭର ସମଗ୍ର ବିଶ୍ୱରେ ସମସ୍ତଙ୍କୁ କୁହାଯାଇଛି। ମୁଁ ପାଉଲ, ସେହି ସୁସମାଗ୍ଭର କହିବାରେ ସାହାଯ୍ୟ କରିଛି।