ଗୀତସଂହିତା 2:12 - ପବିତ୍ର ବାଇବଲ12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ। Gade chapit laଓଡିଆ ବାଇବେଲ12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ। Gade chapit la |
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।