ଗୀତସଂହିତା 21:11 - ପବିତ୍ର ବାଇବଲ11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ। Gade chapit laଓଡିଆ ବାଇବେଲ11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ। Gade chapit la |