ଗୀତସଂହିତା 22:4 - ପବିତ୍ର ବାଇବଲ4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit laଓଡିଆ ବାଇବେଲ4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ। Gade chapit la |
ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।