ଗୀତସଂହିତା 24:4 - ପବିତ୍ର ବାଇବଲ4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି, ଯାହାଙ୍କର ହୃଦୟ ଓ ମନ ନିର୍ମଳ, ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହାନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ। Gade chapit laଓଡିଆ ବାଇବେଲ4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।