ଗୀତସଂହିତା 24:6 - ପବିତ୍ର ବାଇବଲ6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି। ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି। ସେଲା Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି। [ସେଲା Gade chapit laଓଡିଆ ବାଇବେଲ6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା] Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା] Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।