ଗୀତସଂହିତା 24:8 - ପବିତ୍ର ବାଇବଲ8 କିଏ ସେହି ଗୌରବମୟ ରାଜା? ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। Gade chapit laଓଡିଆ ବାଇବେଲ8 ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। Gade chapit la |