Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:12 - ପବିତ୍ର ବାଇବଲ

12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।

Gade chapit la Kopi




ଗୀତସଂହିତା 27:12
17 Referans Kwoze  

ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ। ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।


ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ। ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।


କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି। ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।


ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ।


ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।” ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।”


ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର। ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ। ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ। ସେଲା


ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା'ର ଜୀବନ ବଞ୍ଚାନ୍ତି। ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ। ପରମେଶ୍ୱର ତା'ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।


“ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ। ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”


ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’


“ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।


ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ। ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।


“ଧରାଯାଉ ଜଣେ ଅଧର୍ମୀ ଲୋକ ତା’ ବିରୁଦ୍ଧରେ ମିଥ୍ୟା ସାକ୍ଷୀ ଦେବା ପାଇଁ ଛିଡ଼ା ହୁଏ।


Swiv nou:

Piblisite


Piblisite