Biblia Todo Logo
Bib sou entènèt

- Piblisite -




ଗୀତସଂହିତା 27:3 - ପବିତ୍ର ବାଇବଲ

3 ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ। ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।

Gade chapit la Kopi

ଓଡିଆ ବାଇବେଲ

3 ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।

Gade chapit la Kopi




ଗୀତସଂହିତା 27:3
17 Referans Kwoze  

ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।


କିନ୍ତୁ ତୁମ୍ଭେ ଭଲ କାମ ପାଇଁ ଦୁଃଖ ଭୋଗିପାର। ଯଦି ଏପରି ଘଟେ, ତା'ହେଲେ ତୁମ୍ଭେ ହେଉଛ ଆଶୀର୍ବାଦର ପାତ୍ର। “ଯେଉଁ ଲୋକମାନେ ତୁମ୍ଭକୁ ଯାତନା ଦିଅନ୍ତି ସେମାନଙ୍କୁ ଭୟ କର ନାହିଁ, କିଅବା ଚିନ୍ତିତ ହୁଅ ନାହିଁ।”


ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧରେ ଅଛନ୍ତି ସେମାନଙ୍କୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ୱରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭେମାନେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତ୍ରୁମାନେ ବିନାଶ ହେବେ।


ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।


ତୁମ୍ଭେ ପରମେଶ୍ୱରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ୱାସ କର। ତୁମ୍ଭେ ଜଣେ ଉତ୍ତମ ବ୍ୟକ୍ତି। ତାହା ହିଁ ତୁମ୍ଭର ଆଶାର ସ୍ରୋତ ହେଉ।


ଧାର୍ମିକ ଲୋକମାନେ ତାହା ଦେଖି ବିସ୍ମିତ ହେବେ। ସେମାନେ ତୁମ୍ଭକୁ ପରିହାସ କରି କହିବେ।


ଯିୟୟେଲ କହିଲେ, “ରାଜା ଯିହୋଶାଫଟ୍, ଯିହୁଦା ଏବଂ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି: ‘ଏହି ବୃହତ୍ ସୈନ୍ୟଦଳ ବିଷୟରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ଯୁଦ୍ଧ ତୁମ୍ଭର ଯୁଦ୍ଧ ନୁହେଁ, ଏହା ପରମେଶ୍ୱରଙ୍କର ଯୁଦ୍ଧ ଅଟେ।


ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋ‌ର୍‌ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ।


ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ୱର, ତୁମ୍ଭେ ଆସ ଓ ମୋତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।


ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।


Swiv nou:

Piblisite


Piblisite