ଗୀତସଂହିତା 27:4 - ପବିତ୍ର ବାଇବଲ4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି। Gade chapit laଓଡିଆ ବାଇବେଲ4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି। Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”