ଗୀତସଂହିତା 27:5 - ପବିତ୍ର ବାଇବଲ5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit laଓଡିଆ ବାଇବେଲ5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ। Gade chapit la |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।