ଗୀତସଂହିତା 28:5 - ପବିତ୍ର ବାଇବଲ5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ। ନା, ସେମାନେ କିଛି ବୁଝନ୍ତି ନାହିଁ। ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Gade chapit laଓଡିଆ ବାଇବେଲ5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Gade chapit la |
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।