ଗୀତସଂହିତା 28:8 - ପବିତ୍ର ବାଇବଲ8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।