ଗୀତସଂହିତା 3:3 - ପବିତ୍ର ବାଇବଲ3 କିନ୍ତୁ ହେ ସଦାପ୍ରଭୁ, ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। ତୁମ୍ଭେ ମୋର ମହିମା। ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ଵରୂପନ୍ତ ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। Gade chapit laଓଡିଆ ବାଇବେଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। Gade chapit la |
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷର ଦ୍ୱାଦଶ ମାସରେ, ମାସର ସତାଇଶ୍ ଦିନରେ ବାବିଲ ରାଜା ଇବିଲ-ମରୋଦକ୍। ସେ ରାଜତ୍ୱ ଆରମ୍ଭ କରିବା ବର୍ଷରେ ବନ୍ଦୀରୁ ଯିହୁଦାର ରାଜା ଯିହୋୟାଖୀନଙ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ବସିବାକୁ ଦେଲେ। ତାହା ବାବିଲୋନରେ ତାଙ୍କ ସହିତ ଏପରି ଥିଲା।