Biblia Todo Logo
Bib sou entènèt

- Piblisite -




ଗୀତସଂହିତା 3:5 - ପବିତ୍ର ବାଇବଲ

5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

Gade chapit la Kopi




ଗୀତସଂହିତା 3:5
11 Referans Kwoze  

ମୁଁ ବିଛଣାରେ ଶାନ୍ତିରେ ଶୟନ କରେ, କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।


ଶୟନ ସମୟରେ ତୁମ୍ଭର ଭୟ ହେବ ନାହିଁ। ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।


ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ।


ଆମ୍ଭେ ଦେଶର ଶାନ୍ତି ସ୍ଥାପନ କରିବା, ତୁମ୍ଭେମାନେ ଶୟନ କଲାବେଳେ କେହି ତୁମ୍ଭମାନଙ୍କୁ ଭୟ ଦେଖାଇବେ ନାହିଁ। ପୁଣି ଆମ୍ଭେ ହିଂସ୍ରଜନ୍ତୁମାନଙ୍କୁ ଦେଶରୁ ଦୂରେଇ ଦେବା ଏବଂ ତୁମ୍ଭ ଦେଶରେ ଶତ୍ରୁ ପ୍ରବେଶ କରି ପାରିବ ନାହିଁ।


ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି।


ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।


ସଦାପ୍ରଭୁ ବିଷୟକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସେଠାରେ ଆଶ୍ରୟସ୍ଥାନ ପାଇବେ।


ପରମେଶ୍ୱର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିଯିବାକୁ ଅନୁମତି ଦେଇ ନାହାନ୍ତି।


ହେରୋଦ ଯେଉଁଦିନ ପିତରଙ୍କୁ ବିଗ୍ଭର ପାଇଁ ବାହାରକୁ ଆଣିବା ନିମନ୍ତେ ଯୋଜନା କରିଥିଲେ, ତା'ପୂର୍ବ ରାତ୍ରିରେ ପିତର ଦୁଇଟି ଶିକୁଳିରେ ବନ୍ଧା ହୋଇ ଦୁଇଜଣ ସୈନିକଙ୍କ ମଝିରେ ଶୋଇଥିଲେ। ବହୁତ ଜଗୁଆଳୀମାନେ ଫାଟକ ପାଖରେ ରହି କାରାଗାରକୁ ଜଗି ରହିଥିଲେ।


ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ। ଏଥିରେ ଲଜ୍ଜିତ ହେବାର କିଛି ନାହିଁ।


Swiv nou:

Piblisite


Piblisite