Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:8 - ପବିତ୍ର ବାଇବଲ

8 ତେଣୁ ହେ ପରମେଶ୍ୱର, ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।

Gade chapit la Kopi

ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି।

Gade chapit la Kopi




ଗୀତସଂହିତା 30:8
6 Referans Kwoze  

ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।


କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହୋଇଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।


Swiv nou:

Piblisite


Piblisite