Biblia Todo Logo
Bib sou entènèt

- Piblisite -




ଗୀତସଂହିତା 30:9 - ପବିତ୍ର ବାଇବଲ

9 ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ? ମୁଁ କବର ଭିତରକୁ ଗଲେ କ’ଣ ଲାଭ? ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି। ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?

Gade chapit la Kopi

ଓଡିଆ ବାଇବେଲ

9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ ? ଧୂଳି କି ତୁମ୍ଭର ପ୍ରଶଂସା କରିବ ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ?

Gade chapit la Kopi




ଗୀତସଂହିତା 30:9
7 Referans Kwoze  

ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମୋତେ ରକ୍ଷା କର।


ପାତାଳ ତୁମ୍ଭକୁ ଧନ୍ୟବାଦ ଦେଇ ପାରିବ ନାହିଁ। ମୃତ୍ୟୁ ତୁମ୍ଭର ପ୍ରଶଂସା ଗାନ କରି ପାରିବ ନାହିଁ। ତେଣୁ ମର୍ତ୍ତଗାମୀମାନେ ତୁମ୍ଭର ବିଶ୍ୱସ୍ତତା ଘୋଷଣା କରିବେନି।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।


ମୁଁ ତାଙ୍କୁ ପ୍ରାର୍ଥନା କରିଥିଲି। ମୁଁ ତାଙ୍କର ପ୍ରଶଂସା କରିଥିଲି।


Swiv nou:

Piblisite


Piblisite