ଗୀତସଂହିତା 32:10 - ପବିତ୍ର ବାଇବଲ10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି, କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। Gade chapit laଓଡିଆ ବାଇବେଲ10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ। Gade chapit la |