ଗୀତସଂହିତା 32:6 - ପବିତ୍ର ବାଇବଲ6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Gade chapit laଓଡିଆ ବାଇବେଲ6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। Gade chapit la |
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।