Biblia Todo Logo
Bib sou entènèt

- Piblisite -




ଗୀତସଂହିତା 32:7 - ପବିତ୍ର ବାଇବଲ

7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ। ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର। ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର। ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି। ସେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]

Gade chapit la Kopi




ଗୀତସଂହିତା 32:7
18 Referans Kwoze  

ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱରଙ୍କ ପାଖକୁ ଯାଏ, ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।


ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି। ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।


ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।


କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି। ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।


ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି। ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।


ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି! ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛି।


ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ।


ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”


ଯେଉଁ ସମୟରେ ସଦାପ୍ରଭୁ ଯାବତୀୟ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କଲେ।


ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି, କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।


ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ୱଭାବର ମୃତ୍ୟୁ ହୋଇଯାଇଛି ଓ ପରମେଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।


ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।


ପୁଣି ରାଜା ବାରୂକ ଲେଖକକୁ ଓ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାକୁ ଗିରଫ କରିବାକୁ ରାଜପୁତ୍ର ଯିରହମେ‌‌ଲ୍‌‌କୁ, ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅ‌‌‌ବ୍‌‌‌ଦିୟେଲର ପୁତ୍ର ଶେଲିମିୟକୁ ଆଜ୍ଞା କଲେ। ମାତ୍ର ସେମାନେ ବାରୂକ ଓ ଯିରିମିୟକୁ ପାଇଲେ ନାହିଁ କାରଣ ସଦାପ୍ରଭୁ ସେମାନଙ୍କୁ ଲୁଗ୍ଭଇ ରଖିଥିଲେ।


କବରର ରଶି ମୋର ଗ୍ଭରିଆଡ଼େ ଥିଲା, ମୃତ୍ୟୁର ଯନ୍ତା ମୋ’ ସମ୍ମୁଖରେ ଥିଲା।


ଇସ୍ରାଏଲ ସନ୍ତାନଗଣ ଯେଉଁ ଦିନ ସୀଷରାକୁ ପରାସ୍ତ କଲେ। ସେହି ଦିନ ଦବୋରା ଓ ବାରକ୍ ଅବୀନୋୟମର ପୁତ୍ର ଏହି ସଙ୍ଗୀତ ଗାନ କଲେ।


Swiv nou:

Piblisite


Piblisite