Biblia Todo Logo
Bib sou entènèt

- Piblisite -




ଗୀତସଂହିତା 33:8 - ପବିତ୍ର ବାଇବଲ

8 ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।

Gade chapit la Kopi




ଗୀତସଂହିତା 33:8
10 Referans Kwoze  

ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କେବଳ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।”


ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।


ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର। ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।


ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।


କାରଣ ଆମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।


ସେଥିପାଇଁ ଲୋକେ ତାଙ୍କୁ ସମ୍ମାନ କରନ୍ତି। କିନ୍ତୁ ସେ ଗର୍ବୀ ତଥା ଯେଉଁମାନେ ନିଜକୁ ଜ୍ଞାନୀ ଭାବନ୍ତି ତାଙ୍କୁ ସମ୍ମାନ କରନ୍ତି ନାହିଁ।”


Swiv nou:

Piblisite


Piblisite