Biblia Todo Logo
Bib sou entènèt

- Piblisite -




ଗୀତସଂହିତା 34:10 - ପବିତ୍ର ବାଇବଲ

10 ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।

Gade chapit la Kopi

ଓଡିଆ ବାଇବେଲ

10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।

Gade chapit la Kopi




ଗୀତସଂହିତା 34:10
11 Referans Kwoze  

ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।


ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।


ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜନ କରନ୍ତି। ସତେ ଯେପରି ସେମାନେ ପରମେଶ୍ୱରଙ୍କଠାରୁ ଆହାର ଲୋଡ଼ନ୍ତି।


ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, ମୋର କିଛି ଅଭାବ ହେବ ନାହିଁ।


ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।


ସେହି ଲୋକର ପରିବାର ଧନଶାଳୀ ହେବେ ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ।


ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ୟକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।


ସଦାପ୍ରଭୁ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ଶାନ୍ତିରେ ବାସ କରି ପାରିବ। ବିପଦ ତା'ର ନିକଟରେ ଯାଇ ପାରିବ ନାହିଁ।


ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।


Swiv nou:

Piblisite


Piblisite